ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଉଲ୍ଲେଖନୀୟ ଅଭିବୃଦ୍ଧିି

ନୂଆଦିଲ୍ଲୀ,୨୭-୫: ୨୦୦୪ ପରଠାରୁ ଦେଶରେ ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଅଭିବୃଦ୍ଧି ଉଲ୍ଲେଖନୀୟ ରହିଛି। ନିର୍ବାଚନର ପ୍ରଭାବ ବର୍ତ୍ତମାନ ଶେୟାର ବଜାର ଉପରେ ପରିଲକ୍ଷିତ ହୋଇଛି। ଏଥିଯୋଗୁ ବଜାର କିଛି ମାସ ଧରି ଅସ୍ଥିର ରହିଛି। ତେବେ ସମ୍ପତ୍ତି ସୃଷ୍ଟି ଲାଗି ଆଗ୍ରହୀ ନିବେଶକ ନିଜର କାର୍ଯ୍ୟଧାରାକୁ ନିୟନ୍ତ୍ରିତ କରିବାର ଆବଶ୍ୟକତା ରହିଛି ବୋଲି ୟୁଟିଆଇ ଏଏମ୍‌ସି ଫଣ୍ଡ ମ୍ୟାନେଜର ତଥା ଗବେଷଣା ମୁଖ୍ୟ ବରିଷ୍ଠ ଉପସଭାପତି ସଚିନ୍‌ ତ୍ରିବେଦୀ ପରାମର୍ଶ ଦେଇଛନ୍ତି। ଦୃଢ ଆୟର ମାନ ରଖୁଥିବା ଷ୍ଟକ ବାଛିବା ପୁଞ୍ଜି ନିବେଶର କୌଶଳ ବୋଲି ସେ କହିଛନ୍ତି। ସେହିଭଳି ମଧ୍ୟମ ଏବଂ ଦୀର୍ଘ ମିଆଦି ଭିତ୍ତିରେ ଯେଉଁ ଷ୍ଟକ୍‌ର ଅଭିବୃଦ୍ଧି ରହିଥିବ ତାକୁ ବାଛିବା ଆବଶ୍ୟକ ବୋଲି ତ୍ରିବେଦୀ କହିଛନ୍ତି। ସେହିଭଳି ମ୍ୟୁଚୁଆଲ ଫଣ୍ଡର ନିବେଶ ଧାରାକୁ ଦେଖିଲେ ଜଣାଯିବ ଯେ, ୨୦୧୬ ଏପ୍ରିଲ ମାସ ବେଳକୁ ଏସ୍‌ଆଇପି ପ୍ରବାହ ୩୦୦୦ କୋଟି ଟଙ୍କା ଥିବା ବେଳେ ଏହା ୨୦୧୯ ମାର୍ଚ୍ଚରେ ୮୦୦୦ କୋଟି ଟଙ୍କା ଟପିଛି। ଏହି ହାରରେ ଦେଖିଲେ ଇକ୍ୟୁଟି ଏଏମ୍‌ୟୁକୁ ବାର୍ଷିକ ଏସ୍‌ଆଇପି ପ୍ରବାହର ଅବଦାନ ୧ଲକ୍ଷ କୋଟି ଟଙ୍କା ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?