ମ୍ୟୁନିସିପାଲିଟି ପକ୍ଷରୁ ଜବରଦଖଲ ଉଚ୍ଛେଦ

ବଲାଙ୍ଗୀର ଅଫିସ, ୨ା୨: ବଲାଙ୍ଗୀର ମ୍ୟୁନିସସିପାଲିଟି ପକ୍ଷରୁ ଚାଲିଥିତ୍ବା ଜବରଦଖଲ ଉଚ୍ଛେଦ ଅଭିଯାନକ୍ରମରେ ଶନିବାର ସହରର ପାଟଣା ହୋଟେଲ ଛକ ଠାରୁ ବାଳିକା ଉଚ୍ଚ ବିଦ୍ୟାଳୟ ପାଖ ପର୍ଯ୍ୟନ୍ତ ରାସ୍ତାର ଗୋଟିଏ ପଟେ ଜବରଦଖଲ ଉଚ୍ଛେଦ କରାଯାଇଥିଲା ା ସରକାରୀ ଜମିରେ ତିଆରି ହୋଇଥିତ୍ବା ଦୋକାନ ବଜାର, ହୋଟେଲ ଓ ଘରକୁ ସମ୍ପୂର୍ଣ୍ଣ ଭାଙ୍ଗି ଦିଆଯାଇଛି ା ଜେସିଭି ମେଶିନ୍‌ରେ ଶନିବାର ସକାଳୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା ା ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ବିପିନ ଦୀପ ଓ ତହସିଲଦାର ଲଲାଟ ଲୁହା ଓ ପୋଲିସ ଫୋର୍ସ ଉପସ୍ଥିତିରେ ଏହି ଉଚ୍ଛେଦ କାର୍ଯ୍ୟ ହୋଇଥିଲା ା ଉଚ୍ଛେଦ ସ୍ଥାନରେ ଗାଡି ପାର୍କିଂ ବ୍ୟବସ୍ଥା ସହ ଭେଣ୍ଡିଂଜୋନ୍‌ ସ୍ଥାପନ କରାଯିବ ବୋଲି ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ଦୀପ କହିଛନ୍ତି ା ଉଚ୍ଛେଦ ସ୍ଥାନରେ ଦୋକାନ ବଜାର କରି ପେଟପାଟଣା ଚଳାଉଥିତ୍ବା ଲୋକଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ଉଚ୍ଛେଦର ଶିକାର ହୋଇଥିତ୍ବା ଦୋକାନୀ ଓ ଲୋକେ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri