ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ

କପ୍ତିପଦା,୧୮ା୫(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା ବ୍ଲକ ଅଞ୍ଚଳର। ସେମାନଙ୍କ ମଧ୍ୟରୁ ୩ ଜଣ ପିଙ୍ଗୁ ପଞ୍ଚାୟତର ଓ ଜଣେ ଜେ ଏସ ଜାମୁଡିହା ପଞ୍ଚାୟତର ବାସିନ୍ଦା ବୋଲି ଜଣାପଡ଼ିଛି। ପିଙ୍ଗୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ହସ୍ପିଟାଲ ଯିବା ପରେ ସେଠାରେ ରହୁଥିବା ଅନ୍ୟ ୯ଜଣ ନାନା ଆଶଙ୍କାରେ ଦିନ କାଟୁଥିଲେ। ସେମାନଙ୍କ ମଧ୍ୟରୁ ସୋମବାର ୭ ଜଣଙ୍କର ରିପୋର୍ଟ ନେଗେଟିଭ ରିପୋର୍ଟ ଆସଛି। ତେଣୁ ସେମାନଙ୍କୁ ମଧ୍ୟ ସୋମବାର ଅପରାହ୍ନରେ କ୍ୱାରାଣ୍ଟାଇନ୍‌ରୁ ଡିସ୍‌ଚାର୍ଜ କରାଯାଇଥିବା କପ୍ତିପଦା ଏବିଡିଓ ବିଦ୍ୟା ନାଏକ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦୋଳ ମେଳଣରେ ଜୋର୍‌ରେ ବାଜିବ ନାହିଁ ଡିଜେ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପରିସରରେ ଦୋଳ ମେଳଣ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ...

ନଡ଼ିଆ ତୋଳିବା ବେଳେ ଚାଲିଗଲା ଜୀବନ

ବାଲିଗୁଡ଼ା,୧୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି।...

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ...

କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦାଜି କା ଥେଲା’ ପାଇଁ ଶିକ୍ଷକ ତରୁଣ କୁମାର ପୁରସ୍କୃତ

କୋରାପୁଟ,୧୯।୩(ଅମିତାଭ ବେହେରା ): ସିଆଇଇଟି, ଏନ୍‌ସିଆର୍‌ଟି ନୂଆ ଦିଲ୍ଲୀ ଦ୍ୱାରା ଆୟୋଜିତ ଅଖିଳ ଭାରତୀୟ ଶିଶୁ ଇ- ଶିକ୍ଷଣ ସାମଗ୍ରୀ ପ୍ରତିଯୋଗିତା ୨୦୨୩-୨୪ରେ ଭାଗ ନେଇ...

କପି କରୁଥିଲେ ପରୀକ୍ଷାର୍ଥୀ: ମାଡ଼ି ବସିଲେ ସ୍କ୍ବାଡ

ପାଟଣା,୧୯।୩(ବୀର କିଶୋର ଦାଶ): ଧରଣୀଧର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ବିଜ୍ଞାନ ଏବଂ କଳା ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି।...

ବ୍ଲାକରୋଜ ଜାହାଜ ବୁଡ଼ି ମାମଲା; ହାଇକୋର୍ଟରେ ସିବିଆଇର୍ ସତ୍ୟପାଠ ଦାଖଲ

କଟକ,୧୯।୩ (କାର୍ତ୍ତିକ ସାହୁ) ବ୍ଲାରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ରୁଜୁ ମାମଲାରେ ସିବିଆଇ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ସତ୍ୟପାଠ ଦାଖଲ...

ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri