ବାରିପଦା ଅଫିସ, ୨୯ା୪- ମୟୂରଭଞ୍ଜ ବ୍ୟବସାୟୀ ସଂଘ ପକ୍ଷରୁ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦେଶ ତଥା ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନାର ମୁକାବିଲା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନଗୁଡ଼ିକ ଖୋଲା ରହୁଛି। ତେଣୁ ଦୋକାନ ଖୋଲା ସମୟରେ କିପରି ସମସ୍ତ ନୀତିନିୟମ ପାଳନ କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ସାମାଜିକ ଦୁରତ୍ୱ ରକ୍ଷା କରିବା, ଜିଲା ପ୍ରଶାସନ ପକ୍ଷରୁ ଧାର୍ଯ୍ୟ ସମୟରେ ଦୋକାନ ଖୋଲିବା, ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଦୋକାନ ଖୋଲିବା ସହିତ ମାସ୍କ ପରିଧାନ କରିବା ନିୟମ ସେମାନେ ପାଳନ କରିବେ ବୋଲି ନିଷ୍ପତ୍ତି ନେଇଥିଲେ। ଆଲୋଚନାରେ ଜିଲା ସଂଘର ସଭାପତି ଅକ୍ଷୟ କୁମାର ଅଗ୍ରୱାଲ, ସମ୍ପାଦକ ଅରୂପ କୁମାର ଦାସ, ସଙ୍ଗଠନ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ପରିଡ଼ା, ଉପସଭାପତି ସରୋଜ କୁମାର ବୋଷ, କୋଷାଧ୍ୟକ୍ଷ ମନୋଜ ଦାସ, ସହ ସମ୍ପାଦିକା ବୈଶାଖୀ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା
ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…
ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ
ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…
ପିକ୍ଅପ ଧକ୍କାରେ ସାଇକେଲ ଆରୋହୀ ମୃତ: ମୃତଦେହ ଜବତ
ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…
ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା
ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…
ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ
ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…
ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…
କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…
ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…
ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…
କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…
Archives

