Posted inଫୁରସତ

ଯଦି ବାଟରେ ଯିବାବେଳେ ଟଙ୍କା ମିଳେ..

ବେଳେ ବେଳେ ରାସ୍ତାରେ ଗଲାବେଳେ ଟଙ୍କା ବା ନୋଟ୍‌ ପଡିଥିବାର ଦେଖିଥାନ୍ତି । କେତେ ଜଣ ଏହାକୁ ଗୋଟାଇ ନିଜ ପାଖରେ ରଖୁଥିବା ବେଳେ ଅନ୍ୟ କେହି ମନ୍ଦିରକୁ ବା ଭିକାରିଙ୍କୁ ଦାନ କରିଦେଇଥାନ୍ତି । ତେବେ ଏହା ପଛରେ ବି ରହିଛି ଅନେକ ସଙ୍କେତ। ସେ ସମ୍ପର୍କରେ…

* ବାଟରେ ଯଦି ଆପଣଙ୍କୁ କଏନ୍‌ ମିଳେ ତେବେ ଏହା ସଙ୍କେତ ଦିଏ କି ଆପଣଙ୍କ ପୂର୍ବଜଙ୍କ ଆଶୀର୍ବାଦ ଆପଣଙ୍କ ସହିତ ରହିଛି । ଆପଣ ଚେଷ୍ଟା କରୁଥିବା କାର୍ଯ୍ୟ ନିହାତି ଭାବେ ସଫଳ ହେବାର ସମ୍ଭାବନା ରହିଛି ।

* ରାସ୍ତାରୁ ନୋଟ୍‌ ମିଳିବା ଅର୍ଥ ଆପଣଙ୍କ ପୂର୍ବଜ ଆପଣଙ୍କୁ ଠିକ୍‌ ରାସ୍ତାରେ ଯିବା ଲାଗି ସନ୍ଦେସ ଦେଉଛନ୍ତି । ନିଜ ଉପରେ ଭରସା ରଖି ଆଗକୁ ବଢିବା ଲାଗି ପ୍ରେରଣା ଦେଉଛନ୍ତି।

* ଘରୁ ବାହାରି କୌଣସି କାର୍ଯ୍ୟରେ ଯାଉଥିବା ବେଳେ ଯଦି ରାସ୍ତାରେ ଟଙ୍କା ମିଳେ ତେବେ ଆପଣଙ୍କ କାର୍ଯ୍ୟ ନିହାତି ଭାବେ ସଫଳ ହେବ।

* ଘରକୁ ଫେରିବା ବେଳେ ଯଦି ରାସ୍ତାରୁ ଟଙ୍କା ମିଳେ ତେବେ ଆପଣଙ୍କୁ ଆର୍ଥିକ ଲାଭ ମିଳିବାର ସମ୍ଭାବନା ରହିଥାଏ ।

* ଘରୁ ବାହାରକୁ ଯାଉଥିବା ବେଳେ ମିଳିଥିବା ଟଙ୍କାକୁ ଖର୍ଚ୍ଚ ନ କରି ଆପଣଙ୍କ ପର୍ସ ବା ଅଫିସ୍‌ ଡ୍ରୟାରରେ ରଖିଦିଅନ୍ତୁ ଏହା ଆପଣଙ୍କ ଆର୍ଥିକ ପ୍ରଗତିରେ ସହାୟକ ହେବ।

* ଘରକୁ ଫେରୁଥିବା ବେଳେ ମିଳିଥିବା ଟଙ୍କାକୁ ଘରେ ସେଭିଙ୍ଗ୍ସ ରଖୁଥିବା ସ୍ଥାନରେ ରଖି ଦିଅନ୍ତୁ । କିନ୍ତୁ ଧ୍ୟାନ ରଖନ୍ତୁ ଯେପରି ସେହି ଟଙ୍କା ଅନ୍ୟ ଟଙ୍କା ସହିତ ମିଶି କରି ନ ରହିବ। ଏଥିପାଇଁ ଟଙ୍କାଟିକୁ ଆପଣ କୌଣସି ଲଫାପା ବା ଡାଏରୀ ଭିତରେ ରଖିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri