ଯଦି ରାଜି ହୋଇଥାଆନ୍ତେ…

ବେଳେବେଳେ ପ୍ରଯୋଜକ ଯାହାଙ୍କୁ ଲିଡ୍‌ ରୋଲ୍‌ରେ ନେବାକୁ ଚାହିଁଥାଆନ୍ତି, ତାହା କେତେକ କାରଣରୁ ସମ୍ଭବ ହୋଇ ନ ଥାଏ। କିନ୍ତୁ ଏହା ବଦଳରେ ସେ ଯାହାକୁ ସାଇନ୍‌ କରାନ୍ତି, ସେ ମଧ୍ୟ ଭୂମିକାଟିକୁ ସଫଳ କରିବାରେ ପଶ୍ଚାଦ୍‌ପଦ ହୁଅନ୍ତି ନାହିଁ। ୨୦୦୮ରେ ରିଲିଜ୍‌ ହୋଇଥିଲା ‘ସ୍ଲମ୍‌ଡଗ ମିଲେନିୟର’। ଖ୍ରୀଷ୍ଟିଆନ୍‌ କଲସୋନଙ୍କ ଦ୍ୱାରା ପ୍ରଯୋଜିତ ଏବଂ ଡ୍ୟାନି ବୋଲେଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ବେଶ୍‌ ସଫଳତା ଅର୍ଜନ କରିଥିଲା। ଏହାର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନିଲ କପୁର, ଫ୍ରିଡା ପିଣ୍ଟୋ, ଦେବ୍‌ ପଟେଲ ଏବଂ ଇରଫାନ୍‌ ଖଁା ପ୍ରମୁଖ କଳାକାର। କିନ୍ତୁ ଏହି ଫାଇନାଲ କାଷ୍ଟିଂ ପୂର୍ବରୁ ଏକ ଘଟଣା ଘଟିଥିଲା। ଉଭୟ ପ୍ରଯୋଜକ ଏବଂ ନିର୍ଦ୍ଦେଶକ ଉକ୍ତ ଫିଲ୍ମରେ ଶାହରୁଖ ଅଭିନୟ କରନ୍ତୁ ବୋଲି ଚାହିଁଥିଲେ। ତାଙ୍କ ସହ ମଧ୍ୟ ଯୋଗାଯୋଗ କରାଯାଇଥିଲା। କିନ୍ତୁ ସେ ଏଥିରେ ଅଭିନୟ କରିବେ ନାହିଁ ବୋଲି ମନା କରି ଦେଇଥିଲେ। ତା’ପରେ ଅନିଲଙ୍କୁ ଯୋଗାଯୋଗ କରାଗଲା ଏବଂ ଅଫରଟି ପାଇବା ପରେ ସେ ହଁ ଭରିଥିଲେ। ଯଦି ସେତେବେଳେ ଶାହରୁଖ ରାଜି ହୋଇଥାଆନ୍ତେ, ତେବେ ହୁଏତ ଏହି ଫିଲ୍ମର କାଷ୍ଟିଂରେ ଅନିଲଙ୍କୁ ସ୍ଥାନ ମିଳି ନ ଥାଆନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ଉପ-ପ୍ରଧାନମନ୍ତ୍ରୀ ବିରାଟଙ୍କର ଜଣେ ବଡ଼ ଫ୍ୟାନ, IPL ମ୍ୟାଚ ବିଜୟ ପରେ ସେ କହିଛନ୍ତି…

ନୂଆଦିଲ୍ଲୀ.୨।୬: ଅଷ୍ଟ୍ରେଲିଆର ଉପ-ପ୍ରଧାନମନ୍ତ୍ରୀ ରିଚାର୍ଡ ମାର୍ଲେସ, IPL 2026 ଫାଇନାଲରେ 75 ରନର ଏକ ଚମତ୍କାର ଇନିଂସ ସହିତ RCBକୁ ଚାମ୍ପିୟନସିପ ଟାଇଟଲ ହାସଲ କରିଥିବା ବିରାଟ…

ଇରାନ ଦେଲାଣି ଏମିତି ଚେତାବନୀ ଏବେ ଚୁଲି ଜଳିବା ହେବ ମୁସ୍କିଲ

ତେହରାନ,୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟରେ, କୌଣସି ଦେଶ ଅନ୍ୟକୁ ଭୟଭୀତ କରିବାକୁ କୌଣସି ପ୍ରୟାସ ଛାଡ଼ୁନାହାଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ…

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri