ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ ସୋମବାର ପୋଲିସ ଗିରଫ କରିଛି। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ କୋର୍ଟରେ ହାଜର ପାଇଁ ନିଆଯାଉଛି। ସୂଚନା ଅନୁଯାୟୀ, ଆଜି ସକାଳେ ପୋଲିସ ତାଙ୍କୁ ନୂଆପଡ଼ାରୁ ବଲାଙ୍ଗୀର ଆଣି ନିକଟସ୍ଥ ମନୋହରପୁର ବାରାକ୍‌ରେ ରଖି ମାରାଥନ ଜେରା କରିଥିଲା। ପରେ ପାଟଣାଗଡ଼ ଅଣାଯାଇଥିଲା। ସେଠାରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri