ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୪୯

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତ ଜଣକ ୩୫ ବର୍ଷୀୟ ମହିଳା ବୋଲି ଜଣାପଡ଼ିଛି। ସେ ବାସୁଦେବପୁର ଅଞ୍ଚଳର ହୋଇଥିବାବେଳେ ତାହା କଣ୍ଟେନମେଣ୍ଟ ଜୋନରେ ଥିବା ଜଣାପଡ଼ିଛି। ଏ ନେଇ ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଥିବା ସୂଚନା ଦିଆଯାଇଛି। ତେବେ ଗୋଟିଏ ଦିନ ମଧ୍ୟରେ ଯାଜପୁର ଅଞ୍ଚଳରେ ୪ଜଣଙ୍କ କରୋନା ପଜିଟିଭ ବାହାରିଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri