ଯାଜପୁରରେ ଭାରତ ବନ୍ଦ ସଫଳ

ଯାଜପୁର ଅଫିସ, ୮।୧: ଦେଶରେ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ସର୍ବନିମ୍ନ ବେତନ ବୃଦ୍ଧି, ସାମାଜିକ ସୁରକ୍ଷା ଆଦି ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ବ୍ୟାସନଗର ସହରରେ ବନ୍ଦ ପାଳନ କରାଯାଇଛି। ସହରର ଗୋପବନ୍ଧୁ ଛକରେ ସମସ୍ତ ଟ୍ରେଡ ୟୁନିୟନ ପକ୍ଷରୁ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ ସହରର ସମସ୍ତ ଶିକ୍ଷାନୁଷ୍ଠାନ, ସପିଂମଲ, ବ୍ୟାଙ୍କ, ଛୋଟବଡ ଦୋକାନ ଆଦି ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସୃଷ୍ଟି କରୁଛି ମୁକୁଳା ଟ୍ରାନ୍ସଫର୍ମର: ଛାତ୍ରୀଛାତ୍ରଙ୍କ ପ୍ରତି ବିପଦ

ନୂଆପଡ଼ା,୨୧ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ମୁକଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବାରୁ ବିଭିନ୍ନ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ…

ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ…

ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ

ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri