ଯାଜପୁରରେ ସୁସ୍ଥ ହେଲେ ୮

ଯାଜପୁର ଅଫିସ,୨୨।୫-ଯାଜପୁର ଜିଲାରେ ଶୁକ୍ରବାର ୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ରସୁଲପୁର ବ୍ଲକର ମଙ୍ଗଳରାଜପୁର ଗ୍ରାମର ୪୨ ବର୍ଷୀୟ ବ୍ୟକ୍ତି ଥିବା ବେଳେ ସଦାନନ୍ଦପୁରର ୫୨ ବର୍ଷୀୟ ବ୍ୟକ୍ତି, ଦେଉଳୀ ଗ୍ରାମର ୫୩ ବର୍ଷୀୟ ବ୍ୟକ୍ତି, ବରୀ ବ୍ଲକ ମିର୍ଜାପୁର ୪୩ ବର୍ଷୀୟ ବ୍ୟକ୍ତି ଓ ୧୨ ବର୍ଷୀୟା ବାଳିକା ରହିଛନ୍ତି। ସେହିପରି ବିଞ୍ଝାରପୁର ଉଡ୍ରାଙ୍ଗ ଗ୍ରାମର ୫୧ ବର୍ଷୀୟ ଓ ୩୧ବର୍ଷୀୟ ପୁରୁଷ ଏବଂ ଯାଜପୁର ପୌରାଞ୍ଚଳ ହାବେଳୀ ବଜାରର ୫୨ ବର୍ଷୀୟ ପୁରୁଷ (ସ୍ବାସ୍ଥ୍ୟକର୍ମୀ) ସୁସ୍ଥ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

ସହରାଞ୍ଚଳରେ ଛୁଇଁନି ୮୦% ମତଦାନ

ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩...

ନେତାଙ୍କୁ ଅଡୁଆ ଅଧାପନ୍ତରିଆ କାମ

ଯାଜପୁର,୧୭ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନ ଗ୍ରାମାଞ୍ଚଳର ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ ରଖି ବିଜୁ ସେତୁ ଯୋଜନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri