Categories: ରାଜ୍ୟ

ଯାଜପୁର ଜିଲାରେ ଭୋଟ ଗଣନା ଆରମ୍ଭ

ଯାଜପୁର ଅଫିସ,୨୩।୫: ଯାଜପୁର ଜିଲାର ୭ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଭୋଟ କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ଗଣତି ଚାଲିଥିବା ସୂଚନା ରହିଛି।