ଯାଜପୁର ରୋଡ୍‌ ପୋଲିସର ଚଢ଼ାଉ: ୫ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର ରୋଡ,୨୯।୭(ନି.ପ୍ର.): ଯାଜପୁର ରୋଡ ପୋଲିସ ସୋମବାର ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ଏକ ପାନ ଦେକାନ ଉପରେ ଚଢ଼ାଉ କରି ୫ କିଗ୍ରା ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ଦୁଇଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ ଭଟିଆ ଗାଁର ସନାତନ ମାଝୀ ଓ ପାଣିକୋଇଲି ଥାନା ଅନ୍ତର୍ଗତ ପଥରପଦା ଗ୍ରାମର ବସନ୍ତ ବେହେରା। ସନାତନଙ୍କ ପାନ ଦେକାନରେ ଗଞ୍ଜେଇ ବିକ୍ରି ହେଉଥିବା ନେଇ ପୋଲିସ ଖବର ପାଇଥିଲା। ପରେ ଥାନାଧିକାରୀ ଅନିଲ୍‌ କୁମାର ମହାନ୍ତି ଓ ଏସ୍‌ଆଇ ପବିତ୍ର ମହାରଣା ଚଢ଼ାଉ କରି ଗଞ୍ଜେଇ ଜବତ କରିଛନ୍ତି। ତେବେ ଉକ୍ତ ସମୟରେ ବସନ୍ତ ୫ କେଜି ଗଞ୍ଜେଇ ଅନ୍ୟଜଣେ ପାନ ଦୋକାନୀଙ୍କୁ ବିକ୍ରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?