ଯାଞ୍ଚ ପରେ ଠପ୍‌ ବିବାହମଣ୍ଡପ, କଲ୍ୟାଣମଣ୍ଡପ ସିଲ୍‌ ପ୍ରକ୍ରିୟା: ବାହାଘର ବାହାନାରେ ରହିଲା ସ୍ଥଗିତ

ଭୁବନେଶ୍ୱର, ୯ା୧୨ (ବ୍ୟୁରୋ): ଭୁବନେଶ୍ୱରର ଦୁଇ ଜୋନ ଦକ୍ଷିଣ ପୂର୍ବ ଓ ଉତ୍ତର ଜୋନରେ କଲ୍ୟାଣମଣ୍ଡପ ଓ ବିବାହ ମଣ୍ଡପଗୁଡ଼ିକର ଯାଞ୍ଚ ସରିଛି। ଯାଞ୍ଚ ପରେ ଟ୍ରେଡ ଲାଇସେନ୍ସ, ହୋଲ୍ଡିଂ ଟ୍ୟାକ୍ସ, ବିଲ୍ଡିଂ ପ୍ଲାନ, ଓ୍ବୋଷ୍ଟ ମ୍ୟାନେଜ୍‌ମେଣ୍ଟ, ଉପୁଜୁଥିବା ଟାଫିକ୍‌ ସମସ୍ୟା ଉପୁଯାଉଥିବା ୪୮ଟି କଲ୍ୟାଣ ମଣ୍ଡପ, ବିବାହ ମଣ୍ଡପକୁ ସିଲ କରାଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରକାଶ କରିଛି। ଏମିତିକି କେଉଁଦିନ କେଉଁ ବିଲ୍ଡିଂ ସିଲ୍‌ ହେବ ତା’ମଧ୍ୟ ଘୋଣୋ ସରିଛି। କିନ୍ତୁ ଏବେ ଆଗକୁ ବିବାହ ଥିବା ବାହାନାରେ ସିଲ୍‌ ହେଉନି ବିବାହ ମଣ୍ଡପ ଓ କଲ୍ୟାଣ ମଣ୍ଡପ। ଏହା ଅନ୍ୟ ଯାଞ୍ଚ ପ୍ରକ୍ରିୟା ପରି ଅନିଶ୍ଚିତତା ମଧ୍ୟକୁ ଚାଲିଯିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri