ଯାତ୍ରୀବାହୀ ବସ୍‌କୁ ୬ ଲକ୍ଷ ୭୨ ହଜାର ଜରିମାନା

ବୌଦ୍ଧ, ୫।୩(ସ୍ବ.ପ୍ର.): ମୋଟର ଯାନ ଆଇନକୁ ଗତ ୧ ତାରିଖରୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ପୂର୍ବରୁ ଦିଆଯାଇଥିବା ସମୟ ପୂରଣ ହେବା ପରେ ସବୁଠି ଜୋରଦାର ଧରପଗଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ଏକ ଯାତ୍ରୀବାହୀ ବସ୍‌କୁ ୬ ଲକ୍ଷ ୭୨ ହଜାର ୪୪୫ ଟଙ୍କା ଜରିମାନା କରାଯାଇଛି। ବୌଦ୍ଧ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଯାତ୍ରୀବାହୀ ବସ୍‌ ମୀନାର(ଓଡି୦୨ଏକେ୬୧୯୯)କୁ ଏହି ଜରିମାନା କରାଯାଇଥିବା ଜଣାପଡ଼ିଛି। ଗତ ବୁଧବାର ବସ୍‌ଟି ଭୁବନେଶ୍ୱରରୁ ବୌଦ୍ଧ ଅଭିମୁଖେ ଯାଉଥିବା ବେଳେ ବୌଦ୍ଧ ନିକଟସ୍ଥ ଲାଣ୍ଡିବନ୍ଧଠାରେ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଜରିମାନା କରାଯିିବା ସହ ଗାଡିକୁ ଜବତକରି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଠାରେ ରଖାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଭାରତର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ, ୨୦୨୪-୨୫ ବ୍ୟାଚ୍‌ର ନୂତନ ‘ଏଡଭୋକେଟ୍ସ-ଅନ୍-ରିକର୍ଡ’ (AOR) ଙ୍କ ଆନୁଷ୍ଠାନିକ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରି ଆଇନ ପେଷାରେ ଶ୍ରେଷ୍ଠତା, ନିଷ୍ଠା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri