Posted inଫୁରସତ

ଯାନବାହନକୁ ନିଜ ଆଡ଼କୁ ଟାଣି ନିଏ ଏହି ପାହାଡ଼…

ଭାରତର ଲଦାଖର ଲେହ ଅଞ୍ଚଳରେ ରହିଛି ଏକ ଚମତ୍କାର ପାହାଡ଼। ଏହି ପାହାଡ଼ ଦେଇ ଯାଇଥିବା ରାସ୍ତାରେ କୌଣସି ଯାନବାହନ ଗଲେ ଏକ ବିଚିତ୍ର ଅନୁଭୁତି ହୋଇଥାଏ। ଯାନବାହନକୁ ନିଜ ଆଡ଼କୁ ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ପାହାଡ଼ ଟାଣିଥାଏ। ଏହାକୁ ଲୋକେ ଚୁମ୍ବକ ପାହାଡ଼ କହିଥାନ୍ତି। ବୈଜ୍ଞାନିକଙ୍କ ଅନୁସାରେ ପାହାଡ଼ର ପଥରରେ ଚମ୍ବକୀୟ ଶକ୍ତି ରହିଛି। ତେଣୁ ଏହି ରାସ୍ତା ଦେଇଗଲାବେଳେ ଏଭଳି ହୋଇଥାଏ। ତେଣୁ ଏଠାରେ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ବୋର୍ଡ ଲଗାଯାଇଛି। ଏହି ରାସ୍ତାରେ କାର୍‌କୁ ଷ୍ଟାର୍ଟ ନ କରି ରଖିଲେ ଏହା ଧିରେ ଧିରେ ଗଡ଼ିବାକୁ ଆରମ୍ଭ କରିଥାଏ। କିଛି ସମୟ ମଧ୍ୟରେ ଏହା ସ୍ବାଭାବିକ ଭାବେ ଗତି କରିବାକୁ ଆରମ୍ଭ କରି ଦେଇଥାଏ। ଏହି ପାହାଡ଼ ଉପର ଦେଇ ଯାଉଥିବା ବିମାନକୁ ପାହାଡ଼ର ଚୁମ୍ବକୀୟ ଶକ୍ତି ଟାଣି ଥାଏ। ତେଣୁ ଏହା ଉପର ଦେଇ ବିମାନ ଚଳାଳଚକୁ ବାରଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri