ଯୁକ୍ତ ୩-ପିଜି ସେମିଷ୍ଟାର ପରୀକ୍ଷା ହେବ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଯୁକ୍ତ ୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟର ପରୀକ୍ଷା ହେବ ନାହିଁ। ସେହିଭଳି ପିଜିର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ମଧ୍ୟ ହେବ ନାହିଁ। ମଙ୍ଗଳବାର କୁଳପତିମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ ନେଇ ସୂଚନା ଦେଇଛନ୍ତି। ବିଶ୍ୱବିଦ୍ୟାଳୟଗୁଡ଼ିକ ଦ୍ୱାରା ବିକଳ୍ପ ବ୍ୟବସ୍ଥାରେ ଛାତ୍ରୀଛାତ୍ରମାନଙ୍କୁ ପରବର୍ତ୍ତୀ ସେମିଷ୍ଟରକୁ ଉର୍ତ୍ତୀର୍ଣ୍ଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ତେବେ ପ୍ରଥମ ଥର ପାଇଁ ଯୁକ୍ତ ୩ ଏବଂ ପିଜିରେ ସିଲାବସ୍‌ର ୨୫% ଗାଇଡେଡ୍‌ ସେଲ୍ଫ ଷ୍ଟଡି ଦ୍ୱାରା କଭର କରାଯିବ। ଏହା ଏକ ସମୟୋଚିତ ଯୁଗାନ୍ତକାରୀ ପଦକ୍ଷେପ। ଛାତ୍ରୀଛାତ୍ରମାନେ ସେଲ୍ଫ ଷ୍ଟଡି ମାଟେରିଆଲ ନିଜେ ପଢ଼ିବେ, ପ୍ରସ୍ତୁତ ହେବେ। ଏହାଦ୍ୱାରା ସେମାନଙ୍କର ଆତ୍ମନିର୍ଭରଶୀଳତା ଓ ଜିଜ୍ଞାସା ବଢ଼ିବ ବୋଲି ମନ୍ତ୍ରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri