ଯୁକ୍ରେନ୍‌କୁ ୪୦୫ କୋଟି ସହାୟତା

ଓ୍ବାଶିଂଟନ୍‌, ୨୮ା୨: ୟୁକ୍ରେନ୍‌କୁ ମାନବୀୟ ସହାୟତା ନିମନ୍ତେ ଆମେରିକା ୫୪ ମିଲିୟନ ଡଲାର (ପ୍ରାୟ ୪୦୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ପ୍ରଦାନ କରିବାକୁ ଘୋଷଣା କରିଛି। ଏହି ଅର୍ଥରେ ୟୁକ୍ରେନ୍‌ବାସୀଙ୍କ ପାଇଁ ଖାଦ୍ୟ, ପାନୀୟ, ଆଶ୍ରୟସ୍ଥଳ, ଜରୁରୀ ସ୍ବାସ୍ଥ୍ୟସେବା, ଶୀତବସ୍ତ୍ର ଓ ପୋଷାକ ଆଦି ଯୋଗାଇ ଦିଆଯିବ ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି। ଏହା ପୂର୍ବରୁ ୟୁକ୍ରେନ୍‌କୁ ୩୫୦ ମିଲିୟନ ଡଲାରର ସାମରିକ ସହାୟତା ଯୋଗାଣ ନିମନ୍ତେ ବ୍ଲିଙ୍କେନ୍‌ ଘୋଷଣା କରିଥିଲେ। ତୃତୀୟ ପ୍ୟାକେଜ ସହାୟତାରେ ୟୁକ୍ରେନ୍‌କୁ ଘାତକ ପ୍ରତିରକ୍ଷା ସାମଗ୍ରୀ ଯୋଗାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri