ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ପୁରୁଷୋତ୍ତମପୁର,୧।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)।
ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା ହେଉଥିବାବେଳେ ଗ୍ରାମର ଜଣେ ଯୁବକ ହଠାତ୍‌ ଆସି ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। କେଉଁ କାରଣରୁ ସେ ଆକ୍ରମଣ କଲେ ତାହା ଜଣା ପଡିନାହିଁ। ଖବରପାଇ ପୁରୁଷୋତ୍ତମପୁର ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ ଘଟଣା ସ୍ଥଳକୁ ଯାଇ ପଚରାଉଚୁରା ଚଳାଇଛନ୍ତି। ଖବର ଲେଖାହେବା ସୁଦ୍ଧା ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri