ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ସଚ୍ଚିଦାନନ୍ଦ ନାୟକ (୪୨)। ତାଙ୍କ ଶରୀରର ବିଭିନ୍ନ ସ୍ଥାନକୁ କୌଣସି ଅସ୍ତ୍ରରେ ହଣାଯାଇଥିବା ଦେଖାଯାଇଛି। ଏପରିକି ତାଙ୍କର ଗୋଟିଏ ହାତ କାଟି ଅନ୍ୟତ୍ର ପକାଯାଇଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଖବରପାଇ ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ସାରଙ୍ଗଡ଼ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri