ଯୁବକଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ କୋର୍ଟଚାଲାଣ

ପୁରୁଷୋତ୍ତମପୁର,୩ ।୬( ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ଭୂତସରସିଙ୍ଗି ପଞ୍ଚାୟତ କଇଠଡା ଗ୍ରାମରେ ଶନିବାର ସନ୍ଧ୍ୟାରେ ଡାକ୍ତର ପ୍ରଧାନଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲଶ। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଗାନ୍ଧୀ ପ୍ରଧାନ ଓରଫ ମାଧବ। ଥାନା କେସ ନଂ.୧୨୭/୧୯ ପ୍ରକାରେ ତାଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ହତ୍ୟାରେ ବ୍ୟବହୃତ ଖଣ୍ଡା ଜବତ ହୋଇଥିବା ଆଇଆଇସି ଜଗନ୍ନାଥ ମଲ୍ଲିକ ସୂଚନା ଦେଇଛନ୍ତି ।
ପୋଲିସ ଆହୁରି ସୂଚନା ଦେଇଛି ଯେ, ୩ ମାସ ତଳେ ଡାକ୍ତର ଓ ଗାନ୍ଧୀଙ୍କ ମଧ୍ୟରେ ସାମାନ୍ୟ କଥାକୁ ନେଇ ବଚସା ହୋଇଥିଲା। ସେ ସମୟରେ ଗାନ୍ଧୀଙ୍କୁ ଡାକ୍ତର ଜୀବନରେ ମାରିଦେବେ ବୋଲି ଧମକ ଦେଇଥିଲେ । ପରେ ଉଭୟେ ଉଭୟଙ୍କୁ ଆକ୍ଷେପ ପ୍ରତିଆପେକ୍ଷ କରୁଥିଲେ। ଶନିବାର ସନ୍ଧ୍ୟାରେ ଡାକ୍ତର ଗ୍ରାମର ଏକ ମଣ୍ଡପରେ ବସିଥିବା ବେଳେ ଖଣ୍ଡାରେ ହାଣି ପକାଇଥିଲେ ବୋଲି ଜେରା ବେଳେ ଗାନ୍ଧୀ ସ୍ବୀକାର କରିଥିବା ଆଇଆଇସି କହିଛନ୍ତି । ଡାକ୍ତରଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri