ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

ବାଲେଶ୍ୱର ଅଫିସ, ୧୦।୪: ବାଲେଶ୍ବର ସଦର ଥାନା ଶୋଇପୁରରୁ ଶନିବାର ପୂର୍ବାହ୍ନରେ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଶେଖପାଟଣା ଅଞ୍ଚଳର ଚକ୍ରଧର ବାରିକ। ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଚକ୍ରଧରଙ୍କୁ କେହି ମାରି ଫିଙ୍ଗିଦେଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri