ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଆମ୍ବୁଲାନ୍ସ ଅଟକ ରଖିଲେ ଗ୍ରାମବାସୀ

ଖଇରା,୩୧।୧୦(ଡି.ଏନ୍‌.ଏ.): ସିକନ୍ଦରାବାଦର ଏକ କେମିକାଲ କମ୍ପାନୀରେ କାର୍ଯ୍ୟ କରୁଥିବା ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ସଇଁ ଗ୍ରାମର ଶ୍ରୀଧର ମହାନ୍ତି(୪୩)ଙ୍କ ଦୁଇଦିନ ତଳେ ସେଠାରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। କମ୍ପାନୀର ଠିକାଦାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଶ୍ରୀଧରଙ୍କ ମୃତଦେହକୁ ସଂପୃକ୍ତ ଠିକାଦାର ଏକ ଆମ୍ବୁଲାନ୍ସ ଯୋଗେ ସଇଁ ଗ୍ରାମକୁ ପଠାଇ ଦେଇଥିଲେ। ବୁଧବାର ରାତିରେ ଗ୍ରାମରେ ମୃତଦେହ ପହଞ୍ଚିବା ପରେ ଶ୍ରୀଧରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ଗ୍ରାମବାସୀ ଆମ୍ବୁଲାନ୍ସକୁ ଅଟକ ରଖିଛନ୍ତି ା ଖଇରା ପୋଲିସର ହସ୍ତକ୍ଷେପ ପରେ ପୁନଶ୍ଚ ଆମ୍ବୁଲାନ୍ସରେ ମୃତଦେହ ବ୍ୟବଚ୍ଛେଦ ପାଇଁ ସୋର ପଠାଯାଇଛି। ରିପୋର୍ଟ ଆସିବା ପରେ ଯାହାକିଛି ପଦକ୍ଷେପ ନିଆଯିବ ବୋଲି ଖଇରା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri