‘ଯୁବଗୋଷ୍ଠୀ ହେଉଛନ୍ତି ଆଶାର କିରଣ’

ସାତମାଇଲ, ୧୫।୮(ଡି.ଏନ୍‌.ଏ.)-ଭାରତର ସ୍ବାଧୀନତା ସଂଗ୍ରାମ ଲୁହଲହୁର ସମ୍ମେଳନ। ହଜାର ହଜାର ସଂଗ୍ରାମୀଙ୍କ ବଳିଦାନ ପରେ ଦେଶ ସ୍ବାଧୀନ ହୋଇଛି। ଏହା ଏକ ବିରାଟ ଉପଲବ୍ଧି। ଅଖଣ୍ଡ ଭାରତର ପରିକଳ୍ପନାକୁ ସାକାର କରିବା ପାଇଁ ଯୁବଗୋଷ୍ଠୀ ଆଶାର କିରଣ। ଏହାକୁ ସମସ୍ତେ ହୃଦୟଙ୍ଗମ କରିବା ଉଚିତ ବୋଲି କହିଛନ୍ତି ଖଜୁରିଆକଟା ବଜାର କମିଟି ସଭାପତି ଉପେନ୍ଦ୍ର କୁମାର ମାହୁନ୍ତ। ସ୍ଥାନୀୟ ସାହାରା ଇଣ୍ଡିଆ  ଶାଖା କାର୍ଯ୍ୟାଳୟ ପରିସରରେ ଆୟୋଜିତ ୭୩ତମ ସ୍ବାଧୀନତା ଦିବସ ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି। ଶାଖା ପରିଚାଳକ ସୁବ୍ରତ କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବହୁ କର୍ମଚାରୀ ଉପସ୍ଥିତ ଥିଲେ।
ଖଜୁରିଆକଟା ଦଶହରା ପଡ଼ିଆରେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ସେସୁ ବିଭାଗ କନିଷ୍ଠ ଯନ୍ତ୍ରୀ ବିଭୂତି ଭୂଷଣ ରଣା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଜନତା କଳେଜରେ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା, ପଞ୍ଚଚିତ୍ତ ହାଇସ୍କୁଲରେ ପ୍ରଧାନ ଶିକ୍ଷକ ଦିବାକର ପାଳ, ଖଜୁରିଆକଟା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ପ୍ରଧାନ ଆଚାର୍ଯ୍ୟ ବିଭୂତି ଭୂଷଣ ସାହୁ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡା. ସାଇସ୍ତା ପରବିନ୍‌ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଶିଶୁ ମନ୍ଦିରର ଛାତ୍ରୀଛାତ୍ରଙ୍କ ଦ୍ୱାରା ବିଶାଳ ତ୍ରିରଙ୍ଗା ରାଲି ସହର ପରିକ୍ରମା କରିଥିଲା।
ସେହିପରି ହିନ୍ଦୋଳ ସାମ୍ବାଦିକ ଭବନରେ ସଂଘ ସଭାପତି ବ୍ରହ୍ମାନନ୍ଦ ପଟ୍ଟନାୟକ, ଚିତ୍ତଳପୁର ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ନନ୍ଦିନୀ ଚାନ୍ଦ, ଓଡ଼ିଶା କୋଠାବାଡ଼ି ନିର୍ମାଣ ଶ୍ରମିକ ସଂଘ କାର୍ଯ୍ୟାଳୟରେ ସଭାପତି ତ୍ରିଲୋଚନ ସେନାପତି, ହିନ୍ଦୋଳ ଜୁନିୟର କଲେଜରେ ଅଧ୍ୟକ୍ଷ ରଣଜିତ ଅମାନ୍ତ, ପାରିକୁଳ ଆଞ୍ଚଳିକ ଜୁନିୟର କଲେଜରେ ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri