ଯୁବତୀଙ୍କୁ ଅଶ୍ଳୀଳଇଙ୍ଗିତ, ଅଭିଯୁକ୍ତ ଗିରଫ

ଆସିକା,୨୦ା୧୦(ଡି.ଏନ୍‌.ଏ.)- ଆସିକା ଥାନା ଇଲାକାରେ ଜଣେ ଯୁବତୀଙ୍କୁ ଅଶ୍ଳୀୟଇଙ୍ଗିତ ଅଭିଯୋଗରେ ରବିବାର ଦିନ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ପ୍ରଫୁଲ୍ଲ ରଣା (୬୦)। ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଯୁବତୀ ଜଣକ ଆଳୁ କିଣିବା ଲାଗି ଦୋକାନକୁ ଯାଇଥିଲେ। ଅଭିଯୁକ୍ତ ଜଣକ ସେଠାରେ ତାଙ୍କୁ ଅଶ୍ଳୀୟ ଇଙ୍ଗିତ କରିଥିଲେ। ଘଟଣାକୁ ନେଇ ଯୁବତୀ ଆସିକା ପୋଲିସରେ ଅଭିଯୋଗ କରିଥିଲେ। ନଂ.୩୮୫/୧୯ରେ ଏକ ମାମଲା ରୁଜୁ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ରବିବାର ଅପରାହ୍ନରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri