ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ : ଅଭିଯୁକ୍ତ ଗିରଫ

ଆସିକା,୨ା୧୨ (ଡି.ଏନ୍‌.ଏ.): ଆସିକା ଥାନା ଇଲାକାରେ ଜଣେ କଲେଜ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ କବିସୂର୍ଯ୍ୟନଗର ଥାନା ଇଲାକାର ରଞ୍ଜନ ବାଡତ୍ୟା। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ପୋଲିସ ବ୍ରହ୍ମପୁରସ୍ଥିତ ପୋକ୍‌ସୋ ଅଦାଲତରେ ହାଜର କରାଇବା ପରେ ତାଙ୍କ ବୟାନ ରେକର୍ଡ କରାଯାଇଛି ା ପ୍ରକାଶ ଯେ, ଯୁବତୀ ଜଣକ ଟିଉଶନରୁ ଫେରୁଥିଲା ବେଳେ ରଞ୍ଜନ ବାଇକରେ ତାଙ୍କ ପିଛା କରି ଅଶ୍ଲିଳ ଇଙ୍ଗିତ ପ୍ରଦର୍ଶନ କରିବା ସହ ଧମକ ଦେଉଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏ ନେଇ ଏକ ମାମଲା ନଂ.୪୫୩/୧୯ରେ ରୁଜୁ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri