ଯୁବତୀଙ୍କୁ ଅସଦାଚରଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୧୪ା୧୦(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ରମାକାନ୍ତ ନନ୍ଦ। ପୋଲିସ ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନ ପ୍ରାୟ ୧୧ଟା ରେ ଯୁବତୀ ଜଣକ ଲକ୍ଷ୍ମୀସାଗର ଥାନା ଅଧୀନ ବମିଖାଲ ଅଞ୍ଚଳରେ ଯାଉଥିବା ବେଳେ ରମାକାନ୍ତ ତାଙ୍କୁ ଟଣାଓଟରା ସହ ଅସଦାଚରଣ କରିଥିଲେ। ଯୁବତୀଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୨୯୪/୧୯)ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri