ନୂଆଗାଁ,୨୮।୪(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଚିତାପେଡ଼ି ପଞ୍ଚାୟତର ଲୋଧାରାମ ଅଞ୍ଚଳର ଜନୈକ ଯୁବତୀଙ୍କୁ ସେହି ପଞ୍ଚାୟତର ରାଜେଶ ନାଏକ(୩୦) ନାମକ ଜଣେ ଯୁବକ ବଳାତ୍କାର କରିଥିବା ବିଶ୍ରା ଥାନାରେ ଶନିବାର ଅଭିଯୋଗ ହୋଇଛି। ତେବେ ସମ୍ପୃକ୍ତ ଯୁବକ ଏହି ଘଟଣା ପରେ ଫେରାର ହୋଇଥିବା ପୋଲିସ କହିଛି। ଏନେଇ ବିଶ୍ରା ଥାନାରେ ଏକ ମାମଲା (ନଂ. ୪୩/୨୦୧୯) ରୁଜୁ ହୋଇଛି। ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଜାରି ରଖିବା ସହ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିବା ନେଇ ଉଦ୍ୟମ ଜାରି ରଖିଛି।
ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ
ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…
ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର
ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍…
ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…
ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…
ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…
ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା
ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…
କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…
ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…
ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…
Archives

