ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ନଂ-୬/୨୦ରୁଜୁ କରାଯିବା ସହ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ପରେ ଘଟଣାସ୍ଥଳକୁ ଥାନାଧିକାରୀ ପ୍ରଜ୍ଞାରିତାମ୍ବର କର ଯାଇ ତଦନ୍ତ କରିଛନ୍ତି। ସୋମବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯିବ ବୋଲି ଥାନା ଅଧିକରୀ ପ୍ରକାଶ କରିଛନ୍ତି। ସୂଚନା ଅନୁସାରେ, ଯୁବତୀଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ସେହି ଅଞ୍ଚଳର ଜଣେ ଯୁବକ ଆସି ତାଙ୍କ ମା’ଙ୍କୁ ଖୋଜିଥିଲେ। ଯୁବତୀଙ୍କ ମା’ ବିଲକୁ ଧାନ କାଟିବା ପାଇଁ ଯାଇଥିବା ଯୁବତୀ କହିଥିଲେ। ଏହାପରେ ସମ୍ପୃକ୍ତ ଯୁବକ ତାଙ୍କୁ ମା’ଙ୍କ ମୋବାଇଲ ନମ୍ବର ମାଗିଥିଲା। ମୋବାଇଲ ନମ୍ବର ଦେବା ସମୟରେ ସେ ଯୁବତୀଙ୍କୁ ବଳାତ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?