ଯୁବନେତାଙ୍କୁ ନୂଆ ଦାୟିତ୍ୱ: ପ୍ରଣବଙ୍କୁ ସଂଗଠନ, ସଞ୍ଜୟଙ୍କୁ ମୁଖ୍ୟାଳୟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳର ଯୁବନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ(ସଂଗଠନ) ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମାଙ୍କୁ ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ଦାୟିତ୍ୱ ପ୍ରଦାନ କରିଛନ୍ତି। ଅପରପକ୍ଷେ ପୂର୍ବତନ ମନ୍ତ୍ରୀ ତଥା ଆଳି ବିଧାୟକ ପ୍ରତାପ କେଶରୀ ଦେବଙ୍କୁ ବିଜେଡିର ସାଂଗଠନିକ ନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri