Posted inଖେଳ

ଯୁବିଙ୍କୁ ମୋଟୁ କହିଲେ ପାକିସ୍ତାନ ବୋହୂ

ନୂଆଦିଲ୍ଲୀ,୧୬।୧୧- ଅବସରପ୍ରାପ୍ତ ଅଲରାଉଣ୍ଡ ଯୁବରାଜ ସିଂ (ଯୁବି)ଙ୍କୁ ପାକିସ୍ତାନ ବୋହୂ ତଥା ଦେଶର ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ମୋଟୁ ବୋଲି କହିଛନ୍ତି। ଗତ ଶୁକ୍ରବାର ସାନିଆ ନିଜର ୩୩ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବି ବନ୍ଧୁ ସାନିଆଙ୍କୁ ଟୁଇଟ୍‌ କରି ଜନ୍ମଦିନର ଏକ ଫଟୋ ଶେୟାର କରି ଶୁଭେଚ୍ଛା ଜଣାଇଥିଲେ। ଏଥିରେ ଯୁବି ଲେଖିଥିଲେ, ହାଇ ହାଇ ମିର୍ଚି। ମୋ ବନ୍ଧୁଙ୍କ ପାଇଁ ଜନ୍ମଦିନର ଅନେକ ଅନେକ ସୁଭକାମନ ଓ ଭଲପାଇବା। ଉକ୍ତ ଫଟୋରେ ସାନିଆ ବ୍ୟାଟ ଓ ଯୁବି ଟେନିସ ର଼୍ୟାକେଟ ଧରିଥିଲେ। ଏହାର ଜବାବରେ ଯୁବିଙ୍କ ଟୁଇଟ୍‌କୁ ରିଟୁଇଟ୍‌ କରି ସାନିଆ ଲେଖିଲେ, ହାଇ ମୋଟୁ। ଶୁଭେଚ୍ଛା ପାଇଁ ଧନ୍ୟବାଦ। ଉଭୟ ଆଥ୍‌ଲେଟ ସୋସିଆଲ ମିଡିଆରେ ପରସ୍ପରଙ୍କ ଗୋଡ଼ ଟଣାଟଣି କରିବାର ଏହା ନୂଆ ଘଟଣା ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri