Posted inଖେଳ

ଯୁବିଙ୍କ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୦।୭- ସୋସିଆଲ ମିଡିଆରେ ଗତ କିଛିଦିନ ହେଲେ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ ଲୋକପ୍ରିୟତା ହାସଲ କରିଛି। ଏହି ଚ୍ୟାଲେଞ୍ଜରେ ବୋଟଲକୁ ସ୍ପର୍ଶ ନ କରି କ୍ୟାପ୍‌ ଖୋଲିବାକୁ ହୁଏ। କ୍ରିକେଟରେ ନିଜ ଛକା ପାଇଁ ଜଣାଯାଉଥିବା ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ଅଭିନବ ଉପାୟରେ ଚ୍ୟାଲେଞ୍ଜ ଗ୍ରହଣ କରିଛନ୍ତି। ଯୁବି ବଟଲର କ୍ୟାପ୍‌ ଖୋଲିବା ଲାଗି ଟେନିସ୍‌ ବଲ ଓ ବ୍ୟାଟ୍‌ର ବ୍ୟବହାର କରିଛନ୍ତି। ସେ ବଲ୍‌କୁ ବ୍ୟାଟ୍‌ରେ ମାରିଥିଲେ, ଯାହାକି ବଟଲରୁ କ୍ୟାପ୍‌ ଖୋଲିଦେଇଥିଲା। ହେଲେ ବଟଲଟି ପଡ଼ିଯାଇଥିଲା। ଏହି ଭିଡ଼ିଓକୁ ଯୁବି ଟୁଇଟରରେ ପୋଷ୍ଟ କରି ପୂର୍ବତନ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା, ଭାରତୀୟ ଓପ୍‌ନର ଶିଖର ଧାଓ୍ବନ ଓ କ୍ରିସ୍‌ ଗେଲଙ୍କୁ ଚ୍ୟାଲେଞ୍ଜ କରିଛନ୍ତି। ଏଥିସହ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଲାଗି ଏକ ସ୍ବତନ୍ତ୍ର ସର୍ତ୍ତ ରଖିଛନ୍ତି। ଯୁବିଙ୍କ ଏହି ଭିଡିଓକୁ ୨.୫ ନିୟୁତ ଫଲୋଅର୍ସ ଦେଖିସାରିଛନ୍ତି ଏବଂ ୮.୪ ଲକ୍ଷ ପସନ୍ଦ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri