ଯେଉଁଠି ଚାକିରି ସେଇଠି ଅବସର: ଜୋର୍‌ ଧରିଲା ବଦଳି ଦାବି

ବାଲିଗୁଡ଼ା,୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀମାନେ ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସୁଥିଲେ ମଧ୍ୟ ସେମାନଙ୍କର ଅନ୍ୟତ୍ର ବଦଳି ହେଉ ନ ଥିବା ଅଭିଯୋଗ ହେଉଛି। ସରକାରୀ ଚାକିରିଆମାନେ ଗୋଟିଏ ସ୍ଥାନରେ ୩ବର୍ଷରୁ ଅଧିକ ସମୟ ରହିବା ନିୟମ ନ ଥିଲେ ମଧ୍ୟ ଉକ୍ତ ନିୟମକୁ ଉଲଂଘନ କରି ଜଣେ ଜଣେ କର୍ମଚାରୀ ୪ରୁ ୬ବର୍ଷ ଏପରିକି ୭ରୁ୧୦ ବର୍ଷ ପର୍ଯ୍ୟନ୍ତ ଗୋଟିଏ ସ୍ଥାନରେ ରହିଆସୁଥିଲେ ମଧ୍ୟ ସେମାନଙ୍କର ବଦଳି ହେଉ ନ ଥିବା କୁହାଯାଏ।
କେତେକ କର୍ମଚାରୀ ରାଜନୈତିକ ଚାପ ପକାଇ ଗୋଟିଏ ସ୍ଥାନରେ ଗୋଟିଏ ବିଭାଗରେ କାର୍ଯ୍ୟ କରିଆସୁଛନ୍ତି। ବିଶେଷକରି ପୂର୍ତ୍ତବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଜଳସେଚନ, ଗ୍ରାମ୍ୟ ପରିମଳ, ଶିକ୍ଷାବିଭାଗ ଓ ଜିଲାପାଳ ଉପଜିଲାପାଳଙ୍କର କାର୍ଯ୍ୟାଳୟର ବିଭିନ୍ନ ବିଭାଗରେ ଦୀର୍ଘଦିନ ଧରି କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କର ଅନ୍ୟତ୍ର ବଦଳି ହେଉ ନ ଥିବା ଏପରିକି କେତେକ କର୍ମଚାରୀ ଯେଉଁ ସ୍ଥାନରେ ଚାକିରିରେ ଯୋଗ ଦେଇଥିଲେ ସେହି ସ୍ଥାନରେ ଅବସର ପର୍ଯ୍ୟନ୍ତ କାର୍ଯ୍ୟ କରୁଥିବା ମଧ୍ୟ ବହୁ ନଜିର ରହିଛି। ଜିଲାପାଳ ଓ ଉପଜିଲାପାଳ ଅନ୍ୟାନ୍ୟ ବିଭାଗର ମୁଖ୍ୟମାନେ ଏଦିଗରେ ତଦନ୍ତ କରି ୩ବର୍ଷରୁ ଊର୍ଦ୍ଧ୍ୱ ରହିଥିବା କର୍ମଚାରୀମାନଙ୍କୁ ଅନ୍ୟତ୍ର ବଦଳି କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri