Posted inଫୁରସତ

ଯେଉଁଠି ଚା’, କଫି ଭଳି ପିଆଯାଏ କୋବ୍ରା ରକ୍ତ

ସାପକୁ ଭୋଜନ ଭାବେ ପ୍ରୟୋଗ କରିବା କିଛି ଦେଶରେ ପ୍ରଚଳିତ ରହିଛି। ଅନେକ ଦେଶରେ ସେନାଙ୍କୁ କୌଣସି ବିପଦଜ୍ଜନକ ପରିସ୍ଥିତିରେ ନିଜ ଜୀବନ ବଞ୍ଚାଇବାକୁ ସାପକୁ ମାରି ଖାଇବାର ପ୍ରଶିକ୍ଷଣ ମଧ୍ୟ ଦିଆଯାଏ। ମହିଳାମାନେ ଏହାକୁ ନିଜ ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି ପାଇଁ ପିଇଥାନ୍ତି। ଜାକର୍ତ୍ତାର ଅଧିକାଂଶ ସ୍ଥାନରେ କୋବ୍ରା ରକ୍ତ ବିକ୍ରି କରାଯାଇଥାଏ। କିନ୍ତୁ ଇଣ୍ଡୋନେସିଆର ଜାର୍କାରେ ବିଷାକ୍ତ କୋବ୍ରା ସାପର ରକ୍ତ ପାନ କରିବା ପରମ୍ପରା ସବୁଠୁ ଅଲଗା ଏବଂ ଭୟାନକ। ଏହା ପ୍ରଥମ ଦେଶ ଯେଉଁଠାରେ କୋବ୍ରା ରକ୍ତକୁ ଚା’ ଏବଂ କଫି ଭଳି ପିଆଯାଇଥାଏ। ସକାଳ ୫ଟାରୁ ରାତି ୧୧ଟା ଯାଏ ଏହି ଦୋକାନ ଖୋଲା ରହିଥାଏ। ଶୁଣି ଆଶ୍ଚର୍ଯ୍ୟ ଲାଗୁଥିବ, କିନ୍ତୁ ଏହା ସମ୍ପୂର୍ଣ୍ଣ ସତ। ଏଠାକାର ଲୋକଙ୍କ ବିଶ୍ୱାସ କୋବ୍ରା ରକ୍ତ ପିଇବା ଦ୍ୱାରା ସେମାନଙ୍କ ସ୍ବାସ୍ଥ୍ୟ ସୁସ୍ଥସବଳ ରହିଥାଏ। କୌଣସି ପ୍ରକାରର ରୋଗ ହେବାର ଆଶଙ୍କା ନ ଥାଏ। ସକାଳ ଓ ସନ୍ଧ୍ୟାରେ ଲୋକେ ଏହାକୁ ଚା’ କଫି ଭଳି ପିଇ ମନକୁ ଶାନ୍ତି କରିଥାନ୍ତି। ଲୋକଙ୍କ ଚାହିଦାକୁ ଦେଖି ପ୍ରତିଦିନ ଦୋକାନୀମାନେ ହଜାର ହଜାର ସାପଙ୍କ ହତ୍ୟା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri