Posted inଫୁରସତ

ଯେଉଁଠି ପୁରୁଷଙ୍କୁ ପରଦା ପଛରେ ଲୁଚି ରହିବାକୁ ପଡେ

ଶୀର୍ଷକ ପଢ଼ି ଚିନ୍ତାରେ ପଡ଼ିଯିବେଣି।କାହିଁ କେଉଁ କାଳରୁ ପୁରୁଷ ପ୍ରଧାନ ସମାଜକୁ ସମସ୍ତେ ମାନିଆସିଛନ୍ତି। ଏବେ ବି ଅଧିକାଂଶ ସ୍ଥାନରେ ପୁରୁଷଙ୍କ ଦବଦବା ରହିଆସିଛି। ମହିଳା ତ କେବଳ ନାମକୁ ମାତ୍ର ଚରିତ୍ର। ମହିଳା ଯେତେ ସଫଳତାର ପାହାଚ ଅତିକ୍ରମ କଲେ ମଧ୍ୟ ପୁରୁଷ ପ୍ରାଧାନ୍ୟ ସମାଜରେ ସେମାନଙ୍କ ଗୁରୁତ୍ୱ ଖୁବ୍‌ କମ୍‌ ଲୋକ ବୁଝିଥାନ୍ତି। କିନ୍ତୁ ପଶ୍ଚିମ ଆଫ୍ରିକାର ନାଇଜର୍‌ରେ ଏଭଳି ଏକ ଜନଜାତି ବାସ କରୁଛନ୍ତି, ଯେଉଁଠାରେ ଏକ ସ୍ବତନ୍ତ୍ର ପରମ୍ପରା ବହୁ ପ୍ରାଚୀନ କାଳରୁ ପାଳନ ହୋଇଆସୁଛି। ଏଠାକାର ମହିଳାମାନେ ନିଜ ମର୍ଜିର୍‌ ମାଲିକ୍‌। ନିଜ ଇଚ୍ଛା ଅନୁସାରେ ସେମାନଙ୍କୁ କାମ କରିବାର ରହିଛି ସ୍ବାଧୀନତା; ଯାହା ପୁରୁଷଙ୍କ ପାଇଁ ପ୍ରତିବନ୍ଧକ। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି, ଏଠାରେ ମହିଳାଙ୍କ ପରିବର୍ତ୍ତେ ପୁରୁଷଙ୍କୁ ପରଦା ପଛରେ ଲୁଚି ରହିବାକୁ ପଡ଼େ। ଶୁଣିବାକୁ ହୁଏତ ଅଜବ ଲାଗୁଥିବ; କିନ୍ତୁ ଏହା ସମ୍ପୂର୍ଣ୍ଣ ସତ। ନାଇଜର୍‌ର ତୁଆରେଗ୍‌ ନାମକ ଜନଜାତି ହେଉଛି ମହିଳା ପ୍ରଧାନ ସମାଜ। ଜନଜାତିର ନିୟମ ଅନୁସାରେ, ଏଠାରେ ମହିଳାମାନେ ବିବାହ ପୂର୍ବରୁ ଯେତେ ପୁରୁଷଙ୍କ ସହ ଇଚ୍ଛା ସମ୍ପର୍କ ସ୍ଥାପନ କରିପାରିବେ। ସେମାନେ ନିଜ ଇଚ୍ଛା ଅନୁସାରେ ଯେଉଁ ପୁରୁଷଙ୍କୁ ଚାହଁିବେ, ସେମାନଙ୍କୁ ବିବାହ କରିପାରିବେ। କେବଳ ସେତିକି ନୁହେଁ, ବିବାହ ପରେ ମଧ୍ୟ ପରପୁରୁଷଙ୍କ ସହ ସମ୍ପର୍କ ବଢ଼ାଇପାରିବେ। ମହିଳାମାନେ ଯେବେ ଇଚ୍ଛା ସେବେ ସ୍ବାମୀଙ୍କୁ ଛାଡ଼ପତ୍ର ମଧ୍ୟ ଦେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୭ରୁ ୧୫ ବିଧାନସଭା ଘେରିବ କଂଗ୍ରେସ

ଭୁବନେଶ୍ୱର, ୪।୧(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ବଦଳାଇ ବିଭି-ଜି ରାମ ଜି ରଖିବା କେବଳ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଉପରେ ଆକ୍ରମଣ ନୁହେଁ,...

ବିମାନବନ୍ଦରରୁୁ ପୁଣି ୮କୋଟିର ମାରିଜୁଆନା ଜବତ

ଭୁବନେଶ୍ୱର,୪।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର ବିମାନବନ୍ଦରରୁ ପୁଣି ବିଦେଶୀ ଗଞ୍ଜେଇ (ମାରିଜୁଆନା) ଜବତ କରାଯାଇଛି। ଜବତ ମାରିଜୁଆନାର ମୂଲ୍ୟ ୮କୋଟି ହେବ ବୋଲି ଅନୁମାନ କରାଯାଉଛି। ଜଣେ...

ସରକାରୀ ପ୍ରତିଷ୍ଠାନରେ ଭିଡିଓ, ଫଟୋ, ରିଲ୍ସକରି ଛାଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୪।୧(ସୁନିତ୍‌ ମିଶ୍ର): ସାମାଜିକ ଗଣମାଧ୍ୟମରେ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ରିଲ୍ସ, ଭିଡିଓ ଉତ୍ତୋଳନ ଉପରେ ସରକାର କଟକଣା ଲଗାଇଛନ୍ତି।...

କଳାମୁଗୁନି ଖଣିରେ ବଡ଼ ବିସ୍ଫୋରଣ: ୪ ମୃତ୍ୟୁ ଆଶଙ୍କା

ଢେଙ୍କାନାଳ, ୪ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ମୋଟଙ୍ଗା ଥାନା ବଦାଳୋ ନିକଟସ୍ଥ ଗୋପାଳପୁରଠାରେ ଥିବା କଳାମୁଗୁନି ପଥର ଖଣିରେ ଶନିବାର ସନ୍ଧ୍ୟା ପ୍ରାୟ...

କଂସ ବଧ: ସରିଲା ବରଗଡ଼ ଧନୁଯାତ୍ରା, କ୍ଷମା ପ୍ରାର୍ଥନା ପାଇଁ ପୁରୀ ଅଭିମୁଖେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ୧୧ଦିନ ଧରି ଚାଲିଥିବା ଏହି ମହୋତ୍ସବର ଅନ୍ତିମ ଦିବସରେ କଂସବଧ...

ଭେନେଜୁଏଲା ପରେ ଏବେ ଆଗାମୀ ନମ୍ବର ଇରାନ୍‌ର? ବଢ଼ିଲା ହଲଚଲ 

ଓ୍ବାଶିଂଟନ,୩।୧: ଭେନେଜୁଏଲାର ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପତ୍ନୀ ଆମେରିକୀୟ ସେନାର ହେପାଜତରେ ଅଛନ୍ତି। ଶୁକ୍ରବାର ଭେନେଜୁଏଲାରେ ଆକ୍ରମଣକୁ ନିଶ୍ଚିତ କରି ଏହି ସୂଚନା...

ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ

ବ୍ରହ୍ମପୁର,୩।୧: ବ୍ରହ୍ମପୁର ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ...

ଘରୁ ଔଷଧ ଆଣିବାକୁ ବୁଲେଟ୍‌ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..

ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri