ଯେଉଁଠି ମା’ ଦୁର୍ଗାଙ୍କୁ ଚଢାଯାଏ ମଦ

ଉଜୈନ,୬।୧୦: ଏବେ ସାରା ଦେଶ ନବରାତ୍ର ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନଅ ଦିନରେ ମଧ୍ୟରେ ମା’ଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜା କରାଯାଏ। ମଧ୍ୟ ପ୍ରଦେଶର ଉଜୈନରେ ମଧ୍ୟ ନବରାତ୍ର ଖବ୍‌ ଧୂମ୍‌ଧାମ୍‌ରେ ପାଳନ କରାଯାଏ। ଏଠାରେ ଥିବା ପ୍ରସିଦ୍ଧ ୨୪ ଖମ୍ବା ମାତା ମନ୍ଦିରରେ ମହାଷ୍ଟମୀ ଅବସରରେ ପାରମ୍ପରିକ ନଗର ପୂଜା ଆୟୋଜନ କରାଯାଇଥିଲା। ଶ୍ରଦ୍ଧାଳୁ ୨୭ କିମି ପର୍ଯ୍ୟନ୍ତ ପାଦରେ ଚାଲିଯାଥିଲେ। ପରମ୍ପରା ଅନୁସାରେ ଏଠାରେ ମା’ଙ୍କ ପାଖରେ ମଦକୁ ପ୍ରସାଦ ଭାବେ ଚଢାଯାଇଥିଲା। ଯାହାକୁ ସବୁ ଶ୍ରଦ୍ଧାଳୁ ପ୍ରସାଦ ଭାବେ ପାଇଥିଲେ। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ରାଜା ବିକ୍ରମାଦିତ୍ୟଙ୍କ ସମୟରୁ ଏହି ପୂଜାବିଧି ରହିଆସିଛି। ନଗର ଶାନ୍ତି ପାଇଁ ରାଜା ସେତେବେଳେ ଦୁର୍ଗାଙ୍କୁ ମଦ ଭୋଗ ଲଗାଯାଉଥିଲା। ଏହାକୁ ମାନି ଆଜି ପର୍ଯ୍ୟନ୍ତ ମା’ଙ୍କୁ ମଦ ଭୋଗ ଲଗାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri