Posted inଫୁରସତ

ଯେଉଁ ପୋଷା ଜୀବଙ୍କୁ ପିନ୍ଧାଯାଉଛି ଡାଏପର୍‌

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ନ୍ୟୁୟର୍କ, ଡେନେଭର୍‌ ଏବଂ ଲସ୍‌ଏଞ୍ଜେଲ୍ସ ଆଦି ସ୍ଥାନରେ ଏବେ ଛୋଟ ପିଲାଙ୍କ ଭଳି ପୋଷା ଜୀବଙ୍କୁ ଡାଏପର୍‌ ପିନ୍ଧାଯାଉଛି। ବିଶେଷକରି ଏଠାରେ ଚିକେନ୍‌ ଡାଏପର୍‌ର ଚାହିଦା ଅଧିକ ରହିଛି। ନ୍ୟୁହାମ୍ପସାୟାର୍‌ ନିବାସୀ ଜୁଲି ବେକର୍‌ ଏହି ଅଦ୍ଭୁତ କୌଶଳର ସୃଷ୍ଟିକର୍ତ୍ତା। କୁକୁଡ଼ାଙ୍କ ମଳତ୍ୟାଗ ପରିବେଶକୁ ଦୂଷିତ କରୁଥିବା ଲକ୍ଷ୍ୟକରି ସେ ବେଶ୍‌ ଚିନ୍ତିତ ଥିଲେ। ଥରେ ୟୁଟ୍ୟୁବ୍‌ରେ ଏଭଳି ଡାଏପର୍‌ ସମ୍ପର୍କରେ ଜାଣିବା ପରେ ଲାଗିପଡ଼ିଲେ ତିଆରିରେ। ଚିକେନ୍‌ ଡାଏପର୍‌ ନଁାରେ ଏହାର ବିକ୍ରୟ ଆରମ୍ଭ କଲେ। ବିଭିନ୍ନ ଦେଶର କୁକୁଡ଼ା ଫାର୍ମର ମାଲିକମାନେ ତାଙ୍କଠାରୁ ଏହି ଡାଏପର୍‌ କିଣିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। ଜୁଲି ମଧ୍ୟ ଏହି ବ୍ୟବସାୟରୁ ବର୍ଷକୁ ପ୍ରାୟ ୫୦ହଜାର ଡଲାର୍‌ ରୋଜଗାର କରୁଛନ୍ତି। ମାସକୁ ପ୍ରାୟ ୫୦୦ ରୁ ୧ହଜାରଟି ଡାଏପର୍‌ ବିକ୍ରି କରୁଛନ୍ତି ସେ। ଚିକେନ୍‌ ଡାଏପର୍‌ର ଲୋକପ୍ରିୟତା ବଢ଼ିବା ଦେଖି ଜୁଲି ଅନ୍‌ଲାଇନ୍‌ ଅର୍ଡର୍‌ର ବ୍ୟବସ୍ଥା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ନିଆରା ଟ୍ରେନ: ଲାଲ୍‌ ସିଗ୍‌ନାଲ୍‌ ନୁହେଁ, ହାତରେ ଯାଏ ଅଟକି

ପ୍ରତିଦିନ ହଜାର ହଜାର ଟ୍ରେନ ଦେଶସାରା ସିଗନାଲ ଅନୁସାରେ ଚାଲିଥାଏ। ସିଗନାଲ ଗ୍ରୀନ୍‌ ହେଲେ ଆରମ୍ଭ ହୁଏ ଏବଂ ସିଗନାଲ ଲାଲ ହେଲେ ବନ୍ଦ ହୋଇଯାଏ। ଭାରତରେ…

ଭାରତର ପ୍ରଥମ ଟ୍ରେନ୍‌, ଜାଣନ୍ତୁ ଏହା ବିଷୟରେ କିଛି ଆକର୍ଷଣୀୟ କଥା…

ଭାରତରେ ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତରେ ରେଳ ଯାତ୍ରାକୁ ସୁଲଭ ଏବଂ ଆରାମଦାୟକ ବୋଲି ବିବେଚନା କରାଯାଏ। ଏହି କାରଣରୁ ଭାରତୀୟ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri