ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଭାରତ ସରକାର ପ୍ରସ୍ତୁତ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାର ରହିଛି। ପୃଥିବୀର ଅନ୍ୟ ଦେଶ ଭଳି ଭାରତରେ କରୋନା ସଂକ୍ରମଣ ହେବାର ଆଶା ନ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶନିବାର ସୂଚନା ଦେଇଛନ୍ତି। ତେବେ ସରକାର ଆଗାମୀ ଦିନରେ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିଥିବା ସେ କହିଛନ୍ତି। ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୩ ପ୍ରତିଶତ ରହିଛି। ଅପରପକ୍ଷରେ ସଂକ୍ରମିତଙ୍କ ସୁସ୍ଥ ହେବା ହାର ୨୯.୯ ପ୍ରତିଶତ ରହିଛି। କେନ୍ଦ୍ର ସରକାର ପ୍ରତି ରାଜ୍ୟ ସରକାରଙ୍କ ସହିତ ନିୟମିତ ଯୋଗାଯୋଗରେ ରହିଛନ୍ତି। ସଂକ୍ରମିତଙ୍କୁ ଅଲଗା ରଖିବା ପାଇଁ ଦେଶରେ ୭୬୪୫ କ୍ୱାରାଣ୍ଟାଇନ୍‌ ସେଣ୍ଟର ରହିଛି। ସେହିପରି ଦେଶରେ ୧୯୯୧ କୋଭିଡ୍‌-୧୯ ସ୍ବାସ୍ଥ୍ୟ କେନ୍ଦ୍ର ରହିଛି। ଏସବୁ କେନ୍ଦ୍ରରେ ୧୩୫୬୪୩ ଶଯ୍ୟା ରହିିଛି। ଇତିମଧ୍ୟରେ ଦେଶରେ ୮୪୩ କୋଭିଡ୍‌-୧୯ ସ୍ଥାପିତ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri