ଯୋଗାଣ ସହାୟକଙ୍କୁ ଆକ୍ରମଣ, ଜଣେ ଗିରଫ

ଭଞ୍ଜନଗର,୧୨।୪(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ବ୍ଲକ ତାରସିଂ ଯୋଗାଣ ସହାୟକ ଚିନ୍ମୟ ନାୟକଙ୍କୁ ଶନିବାର ବାରଦଣ୍ଡାର ରଞ୍ଜିତ ପ୍ରଧାନ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ନଂ.୬୯।୨୦ରେ ଏକ ମାମଲା ରୁଜୁକରି ଅଭିଯୁକ୍ତ ରଞ୍ଜିତଙ୍କୁ ଗିରଫ କରିଛି। ଚିନ୍ମୟଙ୍କ ଘର ତାରସିଂ ପଞ୍ଚାୟତ ବାରଦଣ୍ଡା ଗ୍ରାମରେ। ଶନିବାର ଚିନ୍ମୟ ଚାଉଳ ବଣ୍ଟନ ନେଇ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବାବେଳେ ରଞ୍ଜିତ ଆସି ଚାଉଳ ଓ ଗହମ ଦେବାକୁ କହିଥିଲେ। ଏହାପରେ କୌଣସି କଥାକୁ ନେଇ ରଞ୍ଜିତ ଚିନ୍ମୟଙ୍କୁ ଆକ୍ରମଣ କରିଥିଲେ। ଫଳରେ ଚିନ୍ମୟ ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ...

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ! ଟ୍ରମ୍ପ କହିଲେ ଯୁଦ୍ଧବିରତିର ଚୁକ୍ତି ଖୁବ ନିକଟତର…

ମସ୍କୋ/କ୍ୱିଭ,୧୬।୧୨: ଡିସେମ୍ବର ୧୫ରେ ହ୍ବାଇଟ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ, ‘ମୁଁ ବିଶ୍ୱାସ କରେ...

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ,...

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା...

ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ,...

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ...

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri