ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ଗୋବିନ୍ଦା

ଲକ୍ଷ୍ନୌ,୨୯।୧୨: ବଲିଉଡ୍‌ ଅଭିନେତା ଗୋବିନ୍ଦା ରବିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ଏହି ସମୟରେ ସେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହାସହ ସେ ପ୍ରସିଦ୍ଧ ଗୋରଖନାଥ ମନ୍ଦିରରେ ମଧ୍ୟ ପୂଜାର୍ଚ୍ଚନା କରିଛନ୍ତି। ଗୋବିନ୍ଦାଙ୍କ ଗସ୍ତର ସେମିତି କିଛି କାରଣ ନ ଥିଲେ ମଧ୍ୟ ଆଦିତ୍ୟନାଥଙ୍କ ସହ ସାକ୍ଷାତ୍‌ କରିବାର ଫଟୋ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ବଲିଉଡ୍‌ରେ ଏବେ ଗୋବିନ୍ଦାଙ୍କ ପାଇଁ ସେମିତି କିଛି କାମ ନ ଥିବା ବେଳେ ଆଗାମୀ ଦିନରେ ତାଙ୍କ ଝିଅ ବଲିଉଡ୍‌ରେ ଏଣ୍ଟ୍ରି କରିପାରନ୍ତି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘେଷଣା: ଏହି ଦିନ ହେବ ଭୋଟିଂ

ନୂଆଦିଲ୍ଲୀ,୨୨।୫: ଜୁନ-ଜୁଲାଇରେ ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି…

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri