Categories: ଜାତୀୟ

ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟ ହେବ ବୁଲେଟ୍‌ ପ୍ରୁଫ୍‌

ନୂଆଦିଲ୍ଲୀ,୧୫।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟକୁ ବୁଲେଟ୍‌ ପ୍ରୁଫ୍‌ କରାଯିବା ପାଇଁ ଯୋଜନା ହୋଇଛି। ଏହା ସହିତ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିିସିଟିଭି କ୍ୟାମେରା ଲଗାଯିବାର ବ୍ୟବସ୍ଥା ହୋଇଛି। ସିଆଇଏସ୍‌ଏଫ୍‌ ପକ୍ଷରୁ ଯୋଗୀଙ୍କ କାର୍ଯ୍ୟାଳୟ ସୁରକ୍ଷିତ ନ ଥିବା କୁହାଯିବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। କାର୍ଯ୍ୟାଳୟକୁ ଘେରି ରହିଥିବା ପ୍ରାଚୀରରେ ଗ୍ରେନେଡ୍‌ ପ୍ରତିରୋଧୀ ନେଟ୍‌  ୧୦ ଦିନ ମଧ୍ୟରେ ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Share