ଯୋଡ଼ା ନାବାଳିକା ଗଣବଳାତ୍କାର ମାମଲା

ଭୁବନେଶ୍ୱର, ୨୮।୬(ବ୍ୟୁରୋ) : କେନ୍ଦୁଝର ଜିଲା ଯୋଡା ଅଞ୍ଚଳରେ ଗତ ସୋମବାର ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଗୁରୁବାର ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିଶନ କରିଛନ୍ତି। ପୀଡିତାଙ୍କୁ ୧୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦୁଝର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri