Posted inଜାତୀୟ

ଯୋଡ଼ା ମୁଣ୍ଡ ଭଉଣୀ ସବା-ଫାରହା ଲୋକ ସଭା ନିର୍ବାଚନରେ ଗୋଟିଏ ବଦଳରେ ଦେବେ ୨ଟି ଭୋଟ

ପାଟନା,୧୮।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ ଅଧିକାର ସାବ୍ୟସ୍ତ କରିବେ। ପୂର୍ବରୁ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇ ଭଉଣୀଙ୍କୁ ଗୋଟିଏ ଭୋଟ ଦେବାର ଅଧିକାର ଦିଆଯାଇଥିଲା। ୨୦୧୫ରେ ନିର୍ବାଚନ ଅଧିକାରୀ ଦୁଇ ଭଉଣୀଙ୍କ ମୁଣ୍ଡ ଯୋଡ଼ି ହୋଇ ରହିଥିବାରୁ ସେମାନଙ୍କୁ ଗୋଟିଏ ବ୍ୟକ୍ତି ବୋଲି ଦର୍ଶାଇ ଗୋଟିଏ ମତସାନର ଅଧିକାର ଦେଇଥିଲେ। ତେବେ ଚଳିତ ଲୋକ ସଭା ନିର୍ବାଚନରେ ସବା-ଫାରହାଙ୍କ ଦୁଇଟି ଭିନ୍ନ ଭିନ୍ନ ଶରୀର ଦର୍ଶାଯାଇ ନିର୍ବାଚନ କମିଶନ ସେମାନଙ୍କୁ ଏଭଳି ଅଧିକାର ପ୍ରଦାନ କରିଛନ୍ତି। ସେମାନେ କିଭଳି ଗଣତାନ୍ତ୍ରିକ ପଦ୍ଧତିର ଉପଯୋଗ କରିବେ ସେନେଇ ଦୁଇ ଭଉଣୀଙ୍କୁ ଅବଗତ କରାଯାଇଛି। ସେମାନେ ପାଟଳୀପୁତ୍ର ଲୋକ ସଭା ଆସନ ପାଇଁ ମତଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri