ଯୋଡାରେ ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ:କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ତଦାରଖ କଲେ

ଯୋଡ଼ା,୩।୮(ଡି.ଏନ.ଏ.)- ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପଶାସନ ସଚିବ ତଥା ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଶୁକ୍ରବାର କେନ୍ଦୁଝର ଜିଲା ଯୋଡା ଗସ୍ତରେ ଆସି ପୌରପାଳିକାରେ ନିର୍ମାଣଧୀନ ଥିବା କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ କାର୍ଯ୍ୟ ତଦାରଖ କରିଥିଲେ। ସେ ପୂର୍ବାହ୍ନରେ ପ୍ଲାଣ୍ଟ ପରିଦର୍ଶନ କରିବା ପରେ ଯୋଡା ପୌରାଞ୍ଚଳର ବସ୍ତି , ହଟିଂ ଅଞ୍ଚଳରେ ମଇଳା, ଆବର୍ଜନା କିପରି ଘରେ ଜମା ନ ରହିବ, ପୌରପାଳିକା ପକ୍ଷରୁ ନିୟୋଜିତ ଗାଡି କିପରି ଆବର୍ଜନା ସଂଗ୍ରହ କରି ପ୍ଲାଣ୍ଟକୁ ନେବ ଏ ନେଇ ପୌରପାଳିକା କାର୍ଯ୍ୟାଳୟରେ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ସହ ଆଲୋଚନା କରିଥିଲେ ା ବର୍ଜ୍ୟବସ୍ତୁ ପରିଚାଳନା ନେଇ ସମଗ୍ର ରାଜ୍ୟରେ ପ୍ରଥମ ଥର ଯୋଡାରେ ଏହି ପ୍ଲାଣ୍ଟ ସ୍ଥାପନ କରାଯାଉଛି ା ଏଣୁ ଯୋଡାର ଜନସାଧାରଣ ଓ ବରିଷ୍ଠ ନାଗରିକଙ୍କ ସହଯୋଗରେ ସହରକୁ ସ୍ବଛ ସୁନ୍ଦର କରି ଗଢ ତୋଳିବା ଲାଗି ସଚେତନତା ସୃଷ୍ଟି କରିବା ଜରୁରୀ ବୋଲି ଅତିରିକ୍ତ ନିର୍ଦ୍ଦେଶକ ସାରଦା ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଥିଲେ ା ଆସନ୍ତା ୧୫ ତାରିଖରେ ବାଚୁ ହଟିଂଠାରେ ନିର୍ମାଣ ହୋଇଥିବା କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟର ଶୁଭାରମ୍ଭ କରାଯିବ ବୋଲି କାଯର୍‌ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ସୂଚନା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

୨୪ ଘଣ୍ଟାରେ ୪ ଥର ଅଫର ଦେଲେ ସରକାର, ହେଲେ CJP କହିଲା ନା ନଡ୍ଡାଙ୍କ ଘର ନା ଅଫିସ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟିର ଏକ ବିବୃତ୍ତିରେ କୁହାଯାଇଛି ଯେ ଏହା ନିରପେକ୍ଷ ଆଲୋଚନାକୁ ପସନ୍ଦ କରେ। ଏହା କାହାର କାର୍ଯ୍ୟାଳୟ କିମ୍ବା ମନ୍ତ୍ରଣାଳୟରେ ଆଲୋଚନା କରିବାକୁ…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ…

CJPର ବଡ଼ ଘୋଷଣା: ଆସନ୍ତାକାଲି ସାରା ଦେଶରେ ହେବ ପ୍ରତିବାଦ

ନୂଆଦିଲ୍ଲୀ,୨୩।୯: କକ୍ରୋଚ ଜନତା ପାର୍ଟି (CJP) ଗୁରୁବାର ଏକ ବଡ଼ ଘୋଷଣା କରିଛି। ପୋଲିସ ବର୍ବରତା ବିରୋଧରେ ଦଳ ସାରା ଦେଶରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ ପାଇଁ ଡାକରା…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

NEET ପେପର୍‌ ଲିକ ବିବାଦ: ଛାତ୍ରୀଛାତ୍ରଙ୍କୁ ଆଲୋଚନା ପାଇଁ ଖୋଲା ନିମନ୍ତ୍ରଣ ଦେଲେ ସରକାର

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ ନେଇ ସାରା ଦେଶରେ ପ୍ରତିବାଦ ଜାରି ରହିଛି। ସଡ଼କଠାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ବାତାବରଣ ଉଷ୍ମ ହୋଇଛି। ଛାତ୍ର ସଂଗଠନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri