ଯୋରରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବାସୁଦେବପୁର / ପଦ୍ମପୁର,୨୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ନିକଟ ବିଶ୍ୱାଳ ଗୋହିରୀ ଯୋରରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କୁ ୫୫ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ।
ଗ୍ରାମର କିଛି ଲୋକ ଶୌଚହେବା ଲାଗି ସକାଳୁ ଯୋରକୁ ଯାଇଥିବା ସମୟରେ ମୃତଦେହ ଭାସୁଥିବା ଦେଖି କସିଆ ସାମୁଦ୍ରିକ ଥାନାକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଭଣ୍ଡାରିପୋଖରୀରୁ ପ୍ରଫୁଲ୍ଲ ଗଲେ, ଭଦ୍ରକରୁ ସଞ୍ଜୀବ ଆସିଲେ

ଭଦ୍ରକ(ସନାତନ ରାଉତ)/ବନ୍ତ(ହରି ନାରାୟଣ ମହାନ୍ତି),୨୮ା୩ବୁଧବାର ବିଜେଡ଼ିର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଜିଲାର ଭଦ୍ରକ ଓ ଭଣ୍ଡାରିପୋଖରୀରେ ବିଧାୟକଙ୍କ ଅଦଳ ବଦଳକୁ ନେଇ ଚର୍ଚ୍ଚା...

ଭଦ୍ରକ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ିବେ ଅଭିମନ୍ୟୁ

ଭଦ୍ରକ,୨୫।୩(ସନାତନ ରାଉତ):  ଭାଜପା ୫ମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାରେ ୨୧ ଲୋକ ସଭା ଆସନରୁ ୧୮ ଲୋକ ସଭାରେ ପ୍ରାର୍ଥୀଙ୍କ...

ଭାଜପାରେ ୫ ଆଶାୟୀ: ଚର୍ଚ୍ଚାରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀ

ଭଦ୍ରକ,୨୫।୩(ସନାତନ ରାଉତ): ଆସନ୍ତା ସାଧାରଣ ନିର୍ବାଚନରେ ମେଣ୍ଟ ଆଲୋଚନାରେ ପୂର୍ଣ୍ଣଛେଦ ପଡ଼ିଥିବା ବେଳେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବା ଏକପ୍ରକାର ନିଶ୍ଚିତ ହୋଇଛି।...

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର...

ଟ୍ରକ୍‌ରେ ପିଟି ହୋଇ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ତିହିଡି,୨୧।୩(ସଞ୍ଜିତ ବଳ): ଭଦ୍ରକ- ଚାନ୍ଦବାଲି ରାଜ୍ୟ ରାଜପଥରେ ଗୁରୁବାର ୨ଟି ପୃଥକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଆହତ...

ଭାଜପା ଟିକେଟ ଆଶାରେ ୪ ଆଶାୟୀ

ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ...

ଫେରିଘାଟରେ ଅସୁରକ୍ଷିତ ଯାତ୍ରା

ଚାନ୍ଦବାଲି,୨୦।୩(କିଷାନ ପାତ୍ର): ନଦୀ ନାଳ ଭରା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ଗମନାଗମନରେ ବାଧକ ସାଜିଛି ୩ ନଦୀ। ଏହି ୩ ନଦୀର ୬ ଫେରିଘାଟରେ ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri