ଯୌତୁକଜନିତ ବଧୂ ହତ୍ୟା ଅଭିଯୋଗ

କଳିଙ୍ଗନଗର, ୫।୯(ଡି.ଏନ୍‌.ଏ.)- ଟମକା ଥାନା ଅନ୍ତର୍ଗତ ଗୋବରଧନପୁର ଗ୍ରାମରେ ବୁଧବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ଅଜୟ ବେହେରାଙ୍କ ସ୍ତ୍ରୀ ଲିପିକା ବେହେରା। ଯୌତୁକ ପାଇଁ ଶାଶୁଘର ଲୋକେ ଲିପିକାଙ୍କୁ ମାରି ଟାଙ୍ଗି ଦେଇଥିବା ବାପା କଳିଙ୍ଗ ନାୟକ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନ.ଂ୬୬/୧୯) ରୁଜୁକରି ଅଜୟଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଥିବା ଜଣାପଡିଛି। ପ୍ରକାଶ ଯେ, ଲିପିକା ରଶି ଲଗାଇ ଆତ୍ମହତ୍ୟା କରିଥିବା ଖବର ପାଇ ଟମକା ପୋଲିସ ଅଜୟଙ୍କ ଘରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?