Posted inଜାତୀୟ

ଯୌତୁକ ପାଇଁ ଶିବାଙ୍ଗୀ ଫେରାଇ ଦେଇଥିଲେ ବରଯାତ୍ରୀ: ଏବେ ବିବାହ ପାଇଁ ଯୁବକଙ୍କ ଲମ୍ବା ଲାଇନ୍‌

ଗ୍ବାଲିୟର,୨୧।୪: କିଛି ମାସ ତଳେ ଯୌତୁକ ପାଇଁ ମଧ୍ୟପ୍ରଦେଶ ଗ୍ବାଲିୟରର ଶିବାଙ୍ଗୀ ତାଙ୍କ ଘରକୁ ଆସିଥିବା ବରଯାତ୍ରୀଙ୍କୁ ଫେରାଇ ଦେଇଥିଲେ। ଏହା ପରେ ଶିବାଙ୍ଗୀ ନିଜ କ୍ୟାରିଅର ପାଇଁ ବିଭିନ୍ନ ପ୍ରତିଯୋଗିତା ମୂଳକ ପରୀକ୍ଷା ଦେଉଛନ୍ତି। ତେବେ ଶିବାଙ୍ଗୀଙ୍କ ବିଷୟରେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚା ହୋଇଥିଲା। ଏବେ ତାଙ୍କ ପଦକ୍ଷେପରେ ଅନୁପ୍ରାଣିତ ହୋଇ ଅନେକ ଯୁବକ ଶିବାଙ୍ଗୀଙ୍କୁ ବିବାହ କରି ପାଇଁ ପ୍ରସ୍ତାବ ଦେଇଛନ୍ତି। ଶିବାଙ୍ଗୀ ପ୍ରଥମେ କ୍ୟାରିୟର ଏହାପରେ ବିବାହ କରିବାକୁ ମନସ୍ଥ କରିଛନ୍ତି। ତାଙ୍କୁ ବିବାହ କରିବା ପାଇଁ ଯୁବକଙ୍କ ଲମ୍ବା ଲାଇନ ଯୋଗୁ ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି ଶିବାଙ୍ଗୀ।


Enter your email to get our daily news in your inbox.

All Right Reserved By Dharitri.Com

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri