ରକ୍ତଚାପ ନିୟନ୍ତ୍ରଣ କରେ ଅଳେଇଚ

ବଡ ଅଳେଇଚ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ, ମୁଖ-ଦୁର୍ଗନ୍ଧ ଦୂର ପାଇଁ ମଧ୍ୟ ଅଳେଇଚ ଉପକାରୀ ହୋଇଥାଏ। ଅଳେଇଚ ସେବନ କରିଲେ ରକ୍ତଚାପ ବି ନିୟନ୍ତ୍ରଣ ଭିତରେ ରହିଥାଏ। ଏଥିରେ ପୋଟାସିୟମ ଓ ଫାଇବର୍‌ ଅଧିକ ମାତ୍ରାରେ ଥିବା ଯୋଗୁ ରକ୍ତ ସଞ୍ଚାଳନ ଭଲ ହୁଏ। ପ୍ରତିଦିନ ଅଳେଇଚ ଖାଇଲେ ମୂତ୍ର ସଂକ୍ରମଣରୁ ବି ମୁକ୍ତି ମିଳିଥାଏ। ରାତିରେ ଦୁଇଟି ଅଳେଇଚ ଖାଇ ପାଣି ପିଇଲେ ମହିଳାଙ୍କର କେଶ ମଜଭୁତ ହୋଇଥାଏ ଓ କେଶ ଝଡିବା ବନ୍ଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?