ରକ୍ତଦାନ ପାଇଁ ଆଗେଇ ଆସିଲେ

ବାରିପଦା ଅଫିସ,୧୬ା୪- ବର୍ତ୍ତମାନ କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ ଡାଉନ କରାଯାଇଛି। ଏଥି ଯୋଗୁଁ ବିଭିନ୍ନ ସ୍ଥାନରେ ହେଉଥିବା ରକ୍ତଦାନ ଶିବିର ବନ୍ଦ ହୋଇ ଯାଇଛି। ଫଳରେ ବ୍ଲଡ ବ୍ୟାଙ୍କ୍‌ରେ ରକ୍ତର ଅଭାବ ପରିଲ୍ଲକ୍ଷିତ ହୋଇଛି। ଏହାକୁ କିଛି ମାତ୍ରାରେ ଦୂରେଇବା ପାଇଁ ବାରିପଦା ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବାରିପଦା ରେଡ଼କ୍ରସ୍‌ ଭଣ୍ଡାରଠାରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏହି ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ ଏହି ଶିବିରକୁ ଉଦ୍‌ଘାଟନ କରିଥିଲେ। ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ପୂର୍ବତନ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡ. ଦେବାଶିଷ ମାରାଣ୍ଡି, ଓଡ଼ିଶା କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି , ଯୁବ ବିଜେଡ଼ି ସଭାପତି ଜିତେନ୍ଦ୍ର ମହାନ୍ତିଙ୍କ ସମେତ ଏକାଧିକ ବିଜେଡି ନେତା ଓ କର୍ମୀମାନେ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri