ରକ୍ତ ଭଣ୍ଡାରର ଅଭାବ ଦୂର କରିବାରେ ସାହାଯ୍ୟ କଲା ୨୭ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୧।୫: ଲକ୍‌ ଡାଉନ୍‌ ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି । ଏହି କ୍ରମରେ ବରଗଡ଼ ଜିଲା ଭାଜପା ପକ୍ଷରୁ ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଶିବିରରେ ୨୭ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଛି । ଶିବିରରେ ଭାଜପା ଜିଲା ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ, ବରିଷ୍ଠ ନେତା ଭରତ ବେହେରା ପ୍ରମୁଖ ଉପସ୍ଥିତ ରହି ରକ୍ତଦାନ କରିଥିବା ସ୍ବେଚ୍ଛାସେବୀଙ୍କୁ ଉତ୍ସାହିତ କରିଥିଲେ। ରକ୍ତ ଭଣ୍ଡାରର ଆବଶ୍ୟକତା ପୂରଣ କରିବାରେ ଏହା ସହାୟକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri