କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ ଜଣାପଡିଛି କି କଞ୍ଚାଲଙ୍କାରେ ଥିବା ଭିଟାମିନ୍ସ ଆମ ଶରୀରକୁ ବିଭିନ୍ନ ପ୍ରକାର ଛୋଟମୋଟ ସମସ୍ୟାରୁ ଦୂରେଇ ରଖିଥାଏ।
-ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ବିଶେଷ କରି ଏହା ବୋନ୍ କ୍ୟାନସର ସହ ଲଢିବାର ଶକ୍ତି ରଖିଥାଏ।
-ଅତ୍ୟଧିକ ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପାଇଁ କଞ୍ଚାଲଙ୍କା ଲାଭଦାୟକ। କାରଣ ଏହା ହଜମ ଶକ୍ତି ବୃଦ୍ଧି କରିବା ସହ ପାଚନ ତନ୍ତ୍ରକୁ ଠିକ୍ ରଖିବାରେ ସାହାଯ୍ୟ କରିଥାଏ।
-ସବୁଠାରୁ ବଡ କଥା ହେଲା ରକ୍ତ ଶର୍କରା ଅଂଶ କମ୍ କରିବାକୁ କଞ୍ଚାଲଙ୍କା ବ୍ୟବହାର କରିବା ଭଲ। ରାତିରେ ୨ଟି କଞ୍ଚାଲଙ୍କା ଏକ ଗ୍ଲାସ ପାଣିରେ ଭିଜାଇ ରଖି ସକାଳୁ ସେହି ପାଣିକୁ ପିଇଲେ ରକ୍ତ ଶର୍କରା କମି ଯାଇଥାଏ। ଏହିପରି ମାସେ ପର୍ଯ୍ୟନ୍ତ କଲେ ଲାଭ ମିଳିଥାଏ।
କଞ୍ଚାଲଙ୍କା ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥିବା ବେଳେ ଲାଲ ଲଙ୍କାଠାରୁ ସବୁବେଳେ ଦୂରେଇ ରହିବା ଭଲ।
Posted inଜୀବନଚର୍ଯ୍ୟା View All
ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….
ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…
ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ
ଶରୀର ପାଇଁ ବେଶ୍ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…
ଫଳପ୍ରଦ ଆଣ୍ଟିବାୟୋଟିକ୍ ପଦାର୍ଥର ବିକାଶ
ବ୍ୟାକ୍ଟେରିଓଫେଜ୍ ଭାଇରସ୍ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…
ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି
ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…
ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ
୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…
ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି
ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…
“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ
ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…
ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ
ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…
Archives

